odisha.com
ଶିକ୍ଷା ପାଇଁ ବ୍ୟୟ ବୋଝ ନୁହେଁ
ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ତୃତୀୟ ପର୍ଯ୍ୟାୟ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଜୁନ ୨୨ ତାରିଖରେ ଓଡିଶା ପ୍ରାଥମିକ ଶିକ୍ଷା କାର୍ଯକ୍ରମର (ଓପେପା) ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ରାଜ୍ୟର ସମସ୍ତ ଜିଲ୍ଲା ପ୍ରକଳ୍ପ