enewsodia.com
ଜାତୀୟ କ୍ରୀଡ଼ା ଦିବସ ଅବସରରେ କ୍ରୀଡାବିତ ମାନଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି - EnewsOdia.Com
ଭାରତୀୟ ହକିର ଶ୍ରେଷ୍ଠ ଖେଳାଳି ଧ୍ୟାନଚାନ୍ଦଙ୍କ ୧୧୩ତମ ଜନ୍ମତିଥି ଉପଲକ୍ଷେ ମଙ୍ଗଳବାର ପାଳିତ ହୋଇଥିବା ‘ଜାତୀୟ କ୍ରୀଡ଼ା ଦିବସ’ ଅବସରରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ୨୦୧୬ ମସିହା ପାଇଁ କ୍ରୀଡାବିତ ମାନଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି । ମଙ୍ଗଳବାର ପୂର୍ବାହ୍ନରେ ସ୍ଥାନୀୟ ଜୟଦେବ ଭବନରେ ଆୟୋଜିତ ଏହି ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର…