enewsodia.com
ବିବାଦୀୟ ମନ୍ତବ୍ୟ ଦେଇ ଫସିଲେ ଶଶୀ ଥରୁର
କଂଗ୍ରେସର ବରିଷ୍ଠ ନେତା ତଥା ଥିରୁଅନନ୍ତପୁରମ ସାଂସଦ ଶଶୀ ଥରୁର ୨୦୧୮ରେ ଦେଇଥିବା ଏକ ମନ୍ତବ୍ୟକୁ ନେଇ ଫସିଯାଇଛନ୍ତି।