enewsodia.com
ରିଲିଜ୍ ହେଲା ଆୟୁଷ୍ମାନ୍ ଖୁରାନାଙ୍କ କମେଡି ଫିଲ୍ମ ‘ଡ୍ରିମ୍ ଗର୍ଲ’ର ଟ୍ରେଲର
ଆୟୁଷ୍ମାନ ନିଜର କମେଡି ଫିଲ୍ମ ‘ଡ୍ରିମ୍ ଗର୍ଲ’ର ଟ୍ରେଲର ନିମନ୍ତେ। ଏଥିରେ ଅଭିନେତା ଆୟୁଷ୍ମାନ୍ ଖୁରାନାଙ୍କୁ ନିଆରା ଅନ୍ଦାଜରେ ଦେଖିବାକୁ ମିଳିବ। ସେ ସୀତା ଭୂମିକାରେ ନଜର ଆସିବେ।